ଦେଶ ବିଦେଶ

ରାକ୍ଷୀ ପୂର୍ଣ୍ଣିମା ପାଇଁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ବିଶେଷ ଘୋଷଣା – bajravana

[ad_1]

ଉତ୍ତରପ୍ରଦେଶ: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାକ୍ଷୀ ପୂର୍ଣ୍ଣିମାକୁ ନେଇ ବଡ଼ ଘୋଷଣା କରିଛନ୍ତି । ରାକ୍ଷୀ ପୂର୍ଣ୍ଣିମା ଦିନ ୟୁପିର ସରକାରୀ ବସରେ ମହିଳାମାନେ ମାଗଣାରେ ଯାତ୍ରା କରିପାରିବେ । ଏହି ସେବା ଅଗଷ୍ଟ ୨୯ ରାତି ୧୨ରୁ ଅଗଷ୍ଟ ୩୧ ରାତି ୧୨ଟା ପର୍ଯ୍ୟନ୍ତ ଉପଲବ୍ଧ ହେବ । ଏନେଇ ଯୋଗୀ ସୋସିଆଲ ମିଡିଆ ସାଇଟ ‘ଏକ୍ସ’ରେ ଘୋଷଣା କରିଛନ୍ତି ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button