ଦେଶ ବିଦେଶ

ଆଜି ସୁନା ଦରରେ ଆସିଛି ବଡ଼ ଧରଣର ପରିବର୍ତ୍ତନ – bajravana

[ad_1]

ଭୁବନେଶ୍ୱର, ୦୫/୦୯ : ଗତ କିଛି ଦିନ ହେବ ସୁନାର ଦର ହ୍ରାସ ପାଉଥିବା ବେଳେ ଆଜି ଭାରତୀୟ ବଜାରରେ ସୁନାର ଦାମ ସାମାନ୍ୟ ବଢିଯାଇଛି । ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନାର ଦର ଦଶ ଗ୍ରାମ ପ୍ରତି ୫୫,୩୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନାର ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୩୨୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୩୦୦ ଟଙ୍କା ଓ ୬୦,୩୨୦ ଟଙ୍କା ହୋଇଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ମଧ୍ୟ ସୁନାର ଦର ୨୨ କ୍ୟାରେଟ ପ୍ରତି ୫୫,୬୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନାର ମୂଲ୍ୟ ୬୦,୬୫୦ ଟଙ୍କା ଥିବା ଜଣା ପଡିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ସୁନାର ଦାମ ଯଥାକ୍ରମେ ୫୫,୩୦୦ ଟଙ୍କା ଓ ୬୦,୩୨୦ ଟଙ୍କା ରହିଛି।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button