ଦେଶ ବିଦେଶ

ଏସିଆ କପ : ଆଜି ଭାରତ-ଶ୍ରୀଲଙ୍କା ମୁକାବିଲା – bajravana

[ad_1]

ନୂଆଦିଲ୍ଲୀ, ୧୨/୦୯ : ଆଜି ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ମଧ୍ୟରେ କଡ଼ା ଟକ୍କର । କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଦିନ ୩ଟାରେ ଖେଳାଯିବ ମ୍ୟାଚ୍ । ବିଜୟ ଧାରା ବଜାୟ ରଖିବାକୁ ରଣନୀତି ପ୍ରସ୍ତୁତ କରିଛି ଟିମ୍ ଇଣ୍ଡିଆ । ସେହିପରି ଶ୍ରୀଲଙ୍କା ମଧ୍ୟ ମୁକାବିଲା କରିବାକୁ ପୂରା ପ୍ରସ୍ତୁତ । ସୋମବାର ପାକିସ୍ତାନକୁ ୨୨୮ ରନର ବଡ଼ ବ୍ୟବଧାନରେ ହରାଇଥିଲା ଭାରତ । ବିରାଟ କୋହଲି ଓ କେ.ଏଲ ରାହୁଲ ଖେଳିଥିଲେ ଚମତ୍କାର ଇନିଂସ । ବୋଲିଂରେ ମଧ୍ୟ ଟିମ୍ ଇଣ୍ଡିଆ ଭଲ ପ୍ରଦର୍ଶନ କରିଥିଲା । ତେଣୁ ମ୍ୟାଚ ଜିତିବାକୁ ଚେଷ୍ଟା କରିବ ଭାରତ । ଆଜିର ମ୍ୟାଚ୍ ଜିତିଲେ ଭାରତର ଫାଇନାଲ୍ ଖେଳିବା ଏକପ୍ରକାର ସ୍ପଷ୍ଟ ହୋଇଯିବ ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button