ଓଡିଶା

ବନ୍ଦ ହେଲା ୧ନଂ ହାଟ – bajravana

[ad_1]

ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ରାଜଧାନୀ ଭୁବନେଶ୍ୱରର ୧ ନଂ ହାଟର ସବୁ ଦୋକାନ ୪ ଦିନ ପର୍ଯ୍ୟନ୍ତ ବନ୍ଦ ରହିବ । ଦାବୀ ପୂରଣ ନହେବାରୁ ଦୈନିକ ହାଟ ବ୍ୟବସାୟୀ ସଂଘ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ପାର୍କିଂ, ଡ୍ରେନେଜ ବ୍ୟବସ୍ଥା ଓ ଜବରଦଖଲ ଉଚ୍ଛେଦ ପାଇଁ ଦାବୀ ହୋଇଥିଲା ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button