ଓଡିଶା

ଓଡ଼ିଶାରେ ସ୍କ୍ରବ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା ୨ ହଜାରରୁ ଅଧିକ: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ – bajravana

[ad_1]

ଭୁବନେଶ୍ବର: ରାଜ୍ୟରେ ସ୍କ୍ରବ ଟାଇଫସର ସ୍ଥିତି ସଂପର୍କରେ ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର। ସେ କହିଛନ୍ତି, ଏବେ ସୁଦ୍ଧା ଓଡ଼ିଶାରେ ସ୍କ୍ରବ ଟାଇଫସରେ ୨ହଜାରରୁ ଅଧିକ ଆକ୍ରାନ୍ତ ହୋଇଛନ୍ତି। ୨୦ ହଜାରରୁ ଅଧିକ ଟେଷ୍ଟ ହୋଇଛି। କେନ୍ଦ୍ରୀୟ ଟିମ ଓଡ଼ିଶା ଗସ୍ତରେ ଆସି ୪ଟି ଜିଲ୍ଲାରେ ଅନୁଧ୍ୟାନ କରି ଫେରିଛନ୍ତି। ଓଡ଼ିଶା ସରକାରଙ୍କ ପଦକ୍ଷେପରେ ସନ୍ତୋଷ ପ୍ରକାଶ କରିଛନ୍ତି। ସ୍କ୍ରବ ଟାଇଫସ ହେଲେ ଜ୍ୱର ହେବା ସହ ପୋକ କାମୁଡ଼ିଥିବା ସ୍ଥାନରେ ଘା ସୃଷ୍ଟି ହୋଇଥାଏ। ଏଥିପାଇଁ କେଉଁ ଔଷଧ ରୋଗୀଙ୍କୁ ଦିଆଯିବ ତାହା ମଧ୍ୟ ନିର୍ଦ୍ଧାରିତ କରାଯାଇଛି।



[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button