ଦେଶ ବିଦେଶ

ଅକ୍ଟୋବର ୩୧ ଯାଏଁ ବସ୍ ଧର୍ମଘଟ ସ୍ଥଗିତ – bajravana

[ad_1]

ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ଅକ୍ଟୋବର ୩୧ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ରଖାଯାଇଛି । ଏନେଇ ବସ୍ ମାଲିକ ସଂଘ ସମ୍ପାଦକ ଦେବେନ୍ଦ୍ର ସାହୁ ସୂଚନା ପ୍ରଦାନ କରିଛନ୍ତି । ରାଜ୍ୟ ସରକାର ଲକ୍ଷ୍ମୀ ଯୋଜନାରେ ୧୬ ଶହ ବସ୍ ଚଲାଇବେ । ଶ୍ରୀ ସାହୁ କହିଛନ୍ତି ଯେ, ୧୬ ଶହରୁ ୧ ହଜାର ପଞ୍ଚାୟତରୁ ବ୍ଲକ ଏବଂ ୬ଶହ ବ୍ଲକରୁ ଜିଲ୍ଲା ମୁଖ୍ୟାଳୟ ଚାଲିବ । ପଞ୍ଚାୟତରୁ ବ୍ଲକ ମୁଖ୍ୟାଳୟ ଚାଲିବାକୁ ଥିବା ବସରେ ଆମର ସମସ୍ୟା ନାହିଁ । ବ୍ଲକରୁ ଜିଲ୍ଲା ମୁଖ୍ୟାଳୟ ଯିବାକୁ ଥିବା ବସ ୩୧ ପର୍ଯ୍ୟନ୍ତ ଚାଲିବାର ନାହିଁ । ଏବେ ଜିଲ୍ଲା ମୁଖ୍ୟାଳୟ ବସ୍ ଚାଲିବାକୁ ନଥିବାରୁ ୩୧ ଯାଏଁ ଧର୍ମଘଟ ସ୍ଥଗିତ ରହିବ ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button