ଓଡିଶା

ଅକ୍ଟୋବର ୧୧ରେ କଲେଜ ଛାତ୍ର ସଂସଦ ନିର୍ବାଚନ

Image result for college vote

ଭୁବନେଶ୍ୱର:- କଲେଜ ଛାତ୍ର ସଂସଦ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଅକ୍ଟୋବର ୧୧ ତାରିଖରେ ଛାତ୍ର ସଂସଦ ନିର୍ବାଚନ ହେବ। ଏନେଇ ଆଜି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ଅକ୍ଟୋବର ୧ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ। ୩ ତାରିଖରେ ନାମାଙ୍କନପତ୍ର ଦାଖଲ କରାଯିବ। ସେହିଦିନ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ। ୪ ତାରିଖରେ ପ୍ରାର୍ଥିପତ୍ର ପ୍ରତ୍ୟାହାର ପରେ ପ୍ରାର୍ଥୀ ତାଲିକା ପ୍ରକାଶ କରାଯିବ। ୧୦ ତାରିଖରେ ହ୍ୱାଟ୍‌ ଆଇ ଷ୍ଟାଣ୍ଡ ଫର୍‌ ହେବ। ୧୧ ତାରିଖରେ ଭୋଟ ଗ୍ରହଣ କରାଯିବ। ସେହିଦିନ ହିଁ ଫଳଫଳ ପ୍ରକାଶ ପାଇବ।

Related Articles

Leave a Reply

Your email address will not be published. Required fields are marked *

Back to top button