ଦେଶ ବିଦେଶ

ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ – bajravana

[ad_1]

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ସମସ୍ତ ବିଜେତାଙ୍କୁ ୬୯ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କରିଛନ୍ତି । ଏହିକ୍ରମେ ସାଉଥ ସୁପରଷ୍ଟାର ଅଲ୍ଲୁ ଅର୍ଜୁନ ‘ପୁଷ୍ପା’ ଫିଲ୍ମ ପାଇଁ ଶ୍ରେଷ୍ଠ ଅଭିନେତା ଭାବେ ପୁରସ୍କାର ଜିତିଛନ୍ତି । ‘ମିମି’ ପାଇଁ କ୍ରୀତି ସାନନ୍ ଓ ‘ଗଙ୍ଗୁବାଇ କାଥିଆୱାଡ଼’ ପାଇଁ ଆଲିଆ ଭଟ୍ଟ ଶ୍ରେଷ୍ଠ ଅଭିନେତ୍ରୀ ଭାବେ ପୁରସ୍କୃତ ହୋଇଛନ୍ତି । ସେହିପରି ପଙ୍କଜ ତ୍ରିପାଠୀ ଶ୍ରେଷ୍ଠ ସହଅଭିନେତା ଓ ପଲ୍ଲବୀ ଯୋଶୀ ଶ୍ରେଷ୍ଠ ସହଅଭିନେତ୍ରୀ ହୋଇଛନ୍ତି । ଓଡ଼ିଆ ଫିଲ୍ମ ‘ପ୍ରତୀକ୍ଷା’ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ ଭାବେ ପୁରସ୍କୃତ ହୋଇଛି ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button