ଓଡିଶା

୨୦ରୁ ବସ୍ ଧର୍ମଘଟ – bajravana

[ad_1]

ପୁଣି ବସ୍ ଧର୍ମଘଟ ଡାକରା ଦେଲା ଘରୋଇ ବସ୍ ମାଲିକ ସଂଘ । ଆସନ୍ତା ୨୦ ତାରିଖରୁ ସାରା ରାଜ୍ୟରେ ବସ୍ ଧର୍ମଘଟ । ଲକ୍ଷ୍ମୀ ଯୋଜନାକୁ ବିରୋଧ କରି ବସ୍ ଧର୍ମଘଟ ନିଷ୍ପତ୍ତି ନିଆଯାଇଛି । ବସ ମାଲିକ ସଂଘ କୋଷାଧ୍ୟକ୍ଷ ବରଦା ଆଚାର୍ଯ୍ୟ ଏନେଇ ସୂଚନା ଦେଇଛନ୍ତି । ତେବେ ଲକ୍ଷ୍ମୀ ଯୋଜନାକୁ ବିରୋଧ କରି ପୂର୍ବରୁ ମଧ୍ୟ ବସ ଧର୍ମଘଟ ଡାକରା ଦିଆଯାଇଥିଲା । ଆଜି ପୁଣି ଧର୍ମଘଟ ଡାକରା ଦିଆଯାଇଛି ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button