ଓଡିଶା

୨୬ରେ ଲଘୁଚାପ – bajravana

[ad_1]

ଆଣ୍ଡାମାନ ସାଗର ଅଞ୍ଚଳରେ ୨୬ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି । ଲଘୁଚାପ ସୃଷ୍ଟି ପରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବ । ୨୭ ତାରିଖ ବେଳକୁ ଲଘୁଚାପ ଅବପାତରେ ପରିଣତ ସମ୍ଭାବନା ରହିଛି । ଦକ୍ଷିଣପୂର୍ବ ବଙ୍ଗୋପସାଗର ଓ ଆଣ୍ଡାମାନ ସାଗର ଅଞ୍ଚଳରେ ଅବପାତ ହେବ । ଲଘୁଚାପ ଓ ଅବପାତ ସମ୍ଭାବନା ନେଇ ପାଣିପାଗ ବିଭାଗର ସୂଚନା ଦେଇଛି । ଅବପାତ ପରବର୍ତ୍ତୀ ଅବସ୍ଥାରେ କି ରୂପ ନେବ, ତାହା ସ୍ପଷ୍ଟ ହୋଇନି ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button