ଓଡିଶା

ବିଜେଡିରେ ପାଣ୍ଡିଆନଙ୍କ ଯୋଗଦାନ – bajravana

[ad_1]

ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ରାଜ୍ୟ ସରକାରଙ୍କ ୫ଟି ସଚିବ ଭିକେ ପାଣ୍ଡିଆନ ବିଜେଡିରେ ସାମିଲ ହୋଇଛନ୍ତି । ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ପାଣ୍ଡିଆନ ବିଜେଡିରେ ଯୋଗ ଦେଇଛନ୍ତି । ପାର୍ଟିରେ ଯୋଗଦେବା ପୂର୍ବରୁ ପାଣ୍ଡିଆନ ନବୀନ ନିବାସରେ ପହଞ୍ଚି ‘ଜୟ ଜଗନ୍ନାଥ’କହି ମୁଖ୍ୟମନ୍ତ୍ରୀଙ୍କ ପାଦ ଛୁଇଁଥିଲେ । ଏହି ସମୟରେ ଦଳର ବରିଷ୍ଠ ନେତୃବୃନ୍ଦ ମଧ୍ୟ ଉପସ୍ଥିତ ଥିଲେ ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button