ଦେଶ ବିଦେଶ

ଆଜି ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି-୨୦ ମ୍ୟାଚ – bajravana

[ad_1]

ନୂଆଦିଲ୍ଲୀ, ୧୨/୧୨ : ଆଜି ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି-୨୦ । ଦକ୍ଷିଣ ଆଫ୍ରିକାର ପୋର୍ଟ ଏଲିଜାବେଥର ସେଣ୍ଟ ଜଜ ପାର୍କରେ ମ୍ୟାଚ ଅନୁଷ୍ଠିତ ହେବ । ଭାରତୀୟ ସମୟ ରାତି ୮ଟା ୩୦ରେ ଖେଳ ଆରମ୍ଭ ହେବ । ରୋହିତ ଶର୍ମା ଓ ବିରାଟ କୋହଲିଙ୍କୁ ଏହି ଶୃଙ୍ଖଳାରୁ ବିଶ୍ରାମ ଦିଆଯାଇଛି ।
ଶୁବମନ ଗିଲ୍, କୁଲଦୀପ ଯାଦବ, ମହମ୍ମଦ ସିରାଜ ଓ ରବୀନ୍ଦ୍ର ଜାଡ଼େଜା ଦିନିକଆ ବିଶ୍ବକପ୍ ପରେ ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି । ୩ ଟିକିଆ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚରେ ବର୍ଷା ବାଧାଦେଇଥିଲା । ସ୍ଥିତି ଏପରି ହୋଇଥିଲା ଯେ ଗୋଟିଏ ବି ବଲ୍ ପଡ଼ିପାରିନଥିଲା । ତେବେ ଆଜି ବି ମ୍ୟାଚରେ ବର୍ଷା ବାଧାଦେବା ଆଶଙ୍କା ରହିଛି ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button