ଓଡିଶା

ଡିସେମ୍ବର ୨୪ରେ ସମ୍ବଲପୁର ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ! – bajravana

[ad_1]

ସମ୍ବଲପୁର: ଡିସେମ୍ବର ୨୪ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମ୍ବଲପୁର ଆସୁଥିବା ଜଣାଯାଇଛି। ଏନେଇ ପିଏମଓରୁ କୌଣସି ସୂଚନା ଦିଆଯାଇ ନଥିଲେ ବି ବିଶ୍ବସ୍ତ ସୂତ୍ରରୁ ଏନେଇ ସୂଚନା ମିଳିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମ୍ବଲପୁରରେ  ଆଇଆଇଏମର ନୂତନ କ୍ୟାମ୍ପସ୍ ଉଦଘାଟନ କରିବା ସହ ଏକ ସାଧାରଣ ସଭାରେ ଯୋଗ ଦେବେ ବୋଲି ଜଣାଯାଇଛି।

ଡିସେମ୍ବର ୨୪ ତାରିଖରେ ପ୍ରଧାନମନ୍ତ୍ରୀ ଓଡ଼ିଶା ଆସୁଥିବା ନେଇ ବିଶ୍ୱସ୍ତ ସୂତ୍ରରୁ ସୂଚନା ମିଳିଥିବା ବେଳେ ପୂରା କାର୍ଯ୍ୟସୂଚୀ ନେଇ ସ୍ପଷ୍ଟ ସୂଚନା ମିଳିପାରିନାହିଁ। ତେବେ ପଶ୍ଚିମ ଓଡ଼ିଶାକୁ ପ୍ରଧାନମନ୍ତ୍ରୀ ଆସୁଥିବା ନେଇ ସୂଚନା ମିଳିଛି। ଏନେଇ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ ସୂଚନା ଦେଇଛନ୍ତି।



[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button