ଓଡିଶା

ଜେନେରେଟର ଧୂଆଁରେ ଶ୍ୱାସରୁଦ୍ଧ ହୋଇ ଚାଲିଗଲା ଦୁଇ ଶ୍ରମିକଙ୍କ ଜୀବନ – bajravana

[ad_1]

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା କଣ୍ଟାବଣିଆ ଥାନା ମାନପୁର ଗାଁରେ  ଆଜି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ ଜେନେରେଟର ଧୂଆଁରେ ଶ୍ୱାସରୁଦ୍ଧ ହୋଇ ଇଟାଭାଟିରେ କାମ କରୁଥିବା ୨ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏଥିରେ ଆଉ ଜଣେ ଗୁରୁତରଙ୍କୁ ପ୍ରଥମେ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

ଗତକାଲି ରାତିରେ ମୋବାଇଲ୍ ଚାର୍ଜ କରିବା ଲାଗି ଶ୍ରମିକମାନେ ଜେନେରେଟର ଚଲାଇଥିଲେ। ହେଲେ ସେମାନେ ତାକୁ ବନ୍ଦ କରିବାକୁ ଭୁଲିଯାଇଥିଲେ। ପରେ ଜେନେରେଟର ଧୂଆଁରେ ଶ୍ୱାସରୁଦ୍ଧ ହୋଇ ୨ଜଣଙ୍କ ମୃତ୍ୟୁ ଘଟିଥିଲା।



[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button