ରାଜନୀତି

ଆଜିର ରାଶିଫଳ (ରବିବାର) – bajravana

[ad_1]

ମେଷ : ମାଲିମାକୋଦ୍ଦମା ଜୟଯୁକ୍ତ ହେବେ । ଆର୍ଥିକ ସ୍ଥିତିରେ ସ୍ଵଚ୍ଛଳତା ଆସିବ । ବ୍ୟବସାୟରେ ଅନେକ ଲାଭର ସୂଚନା ରହିଛି । ଚାକିରିରେ ସ୍ଥାନ ପରିବର୍ତ୍ତନ ହୋଇପାରେ ।

ବୃଷ: ବ୍ୟବସାୟ ଲାଭ ଜନକ ହେବ । ପରିବାରର ସଂପୂର୍ଣ୍ଣ ସହଯୋଗ ପାଇବେ । କର୍ମକ୍ଷେତ୍ରରେ ଅଟକି ଥିବା ଧନ ପ୍ରାପ୍ତି ହେବ । ବିଦ୍ୟାର୍ଥୀମାନେ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ ।

ମିଥୁନ : ଜୀବନସାଥୀଙ୍କ ସଂପୂର୍ଣ୍ଣ ସହଯୋଗ ମିଳିବ । ସ୍ଵାସ୍ଥ୍ୟଗତ ସମସ୍ୟା କିଛି ଦେଖା ଦେଇପାରେ । ବ୍ୟବସାୟରେ ଉନ୍ନତି ହେବ । ବିଦ୍ୟାର୍ଥୀମାନେ ସଙ୍କୋଚରେ ରହିବେ ।

କର୍କଟ : କର୍ମ କ୍ଷେତ୍ରରେ ସମସ୍ୟା ଦେଖାଦେବ । ବ୍ୟବସାୟରେ କ୍ଷତି ହେବାର ଯୋଗ ରହିଛି । ପତି ପତ୍ନୀଙ୍କ ଭିତରେ ମନୋମାଳିନ୍ୟ ଦେଖାଦେବ ।

ସିଂହ : ସ୍ୱାସ୍ଥ୍ୟବସ୍ଥାରେ ସୁଧାର ଆସିବ । ରାଜନୀତିରେ ସଫଳତା ପ୍ରାପ୍ତ ହେବ। ବ୍ୟବସାୟରେ ଏତେ ଭଲ ଫଳ ମିଳିବ ନାହିଁ । ଛାତ୍ର ଛାତ୍ରୀ ମାନେ ଗୁରୁଜନଙ୍କ ଆଶୀର୍ବାଦ ନେଇ କାର୍ଯ୍ୟ କରନ୍ତୁ ।

କନ୍ୟା : ଅଧାରୁ ଅଟକିଥିବା କାର୍ଯ୍ୟ ଆଜି ସମ୍ପର୍ଣ୍ଣ ହେବ । ରାଜନୀତିରେ ଉତ୍ତମ ଫଳ ପ୍ରାପ୍ତ ହେବ । ରୋଜଗାର କରୁନଥିବା ବ୍ୟକ୍କ୍ତିଙ୍କୁ ଅର୍ଥ ପ୍ରାପ୍ତି ହେବ। ଭ୍ରମଣ ଯୋଗ ରହିଛି।

ତୁଳା : ନୂତନ ବ୍ୟକ୍ତିଙ୍କ ସହ ସମ୍ପର୍କ ସ୍ଥାପନ ହେବ। ଖର୍ଚ୍ଚର ପରିମାଣ ଅଧିକ ରହିଛି । ଭୂମି, ଗୃହ କରିବା ପାଇଁ ଦିନଟି ଅତ୍ୟନ୍ତ ଭଲ । ଅଟକି ଥିବା ଧନ ଅକସ୍ମାତ ପ୍ରାପ୍ତି ହେବାର ଯୋଗ ରହିଛି ।

ବିଛା : ବ୍ୟବସାୟ କ୍ଷେତ୍ରରେ ଅନେକ ନୂଆ ନୂଆ ଯୋଜନା ମନକୁ ଆସିବ । କାର୍ଯ୍ୟ କ୍ଷେତ୍ରରେ ପ୍ରଗତି ହେବ। ପରିବାର ସହ ସମୟ ଅତିବାହିତ କରିବେ । ନିବେଶ ପାଇଁ ମଧ୍ୟ ଦିନଟି ଅନୁକୂଳ ରହିଛି ।

ଧନୁ : ବନ୍ଧୁଙ୍କ ମାଧ୍ୟମରେ ଧନ ଆୟରର ଯୋଗ ରହିଛି । ବ୍ୟବସାୟରେ ଅର୍ଥ ନିବେଶ କରିବେ। ଧାର୍ମିକ କାର୍ଯ୍ୟରେ ମନୋନିବେଶ କରିବେ । ବିଦ୍ୟାର୍ଥୀ ମାନେ ଖୁସି ଖବର ପାଇବେ ।

ମକର : କର୍ମ କ୍ଷେତ୍ର ରେ ଉନ୍ନତି ହେବ । ନୂଆ ବ୍ୟବସାୟ ଆରମ୍ଭ କରିବା ପାଇଁ ଦିନଟି ଅନୁକୂଳ ହେବ । ଛାତ୍ର ଛାତ୍ରୀ ମାନେ ଅଧିକ ପରିଶ୍ରମ କରିବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

କୁମ୍ଭ : ବନ୍ଧୁମାନଙ୍କ ସହ ସମୟ ଅତିବାହିତ କରିବେ । ଜୀବନ ସାଥିଙ୍କ ସଂପୂର୍ଣ୍ଣ ସହଯୋଗ ମିଳିବ । ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ସଂକଳ୍ପ ନେବେ ।

ମୀନ : ଗୃହକୁ ବନ୍ଧୁଙ୍କ ଆଗମନ ହୋଇପାରେ । ବ୍ୟବସାୟରେ ଲାଭ ଯୋଗ ରହିଛି । ମିଳୁନଥିବା ଧନ ପ୍ରାପ୍ତି ହେବ। ବିଦ୍ୟାର୍ଥୀମାନେ ଅନ୍ୟମନସ୍କ ହୋଇପାରନ୍ତି ।

The post ଆଜିର ରାଶିଫଳ (ରବିବାର) appeared first on Odisha Khabar.

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button