ଓଡିଶା
ଶ୍ରୀମନ୍ଦିର ଭିତର କାଠ ନିକଟରେ ରକ୍ତଛିଟା: ପୁଣି ହେଲା ମହାପ୍ରଭୁଙ୍କ ମହାସ୍ନାନ – bajravana
[ad_1]
ପୁରୀ: ଶ୍ରୀମନ୍ଦିର ଭିତର କାଠ ନିକଟରେ ରକ୍ତଛିଟା ପଡ଼ିଥିବା ଦେଖାଯିବା ପରେ ମହାପ୍ରଭୁଙ୍କ ମହାସ୍ନାନ କରାଯାଇଛି। ଏଥିଲାଗି ଘଣ୍ଟାଏ ଧରି ବନ୍ଦ ରହିଛି ମହାପ୍ରଭୁଙ୍କ ଦର୍ଶନ।
Sambad is now on WhatsApp
Join and get latest news updates delivered to you via WhatsApp
ଜଣେ ଶ୍ରଦ୍ଧାଳୁ ଆହତ ହେବା ଯୋଗୁ ରକ୍ତ ପଡ଼ିଥିବା ଅନୁମାନ କରାଯାଉଛି। ଆଜି ରବିବାର ଓ କାଲି ବଡ଼ଦିନ ହୋଇଥିବାରୁ ଶ୍ରୀମନ୍ଦିରରେ ପ୍ରବଳ ଗହଳି ହୋଇଛି। ମହାପ୍ରଭୁଙ୍କୁ ଦର୍ଶନ ପାଇଁ ବଡ଼ଦାଣ୍ଡରେ ହୋଇଛି ଭକ୍ତଙ୍କ ସମାଗମ। ହଜାର ହଜାର ସଂଖ୍ୟାରେ ଭକ୍ତ ବଡ଼ଦାଣ୍ଡରେ ଏକାଠି ହୋଇଛନ୍ତି।
[ad_2]