ଓଡିଶା
ମାନସ ମଙ୍ଗରାଜ ହେଲେ ସମ୍ବଲପୁର ସଂସଦୀୟ କ୍ଷେତ୍ର ପର୍ଯ୍ୟବେକ୍ଷକ – bajravana
[ad_1]
ଭୁବନେଶ୍ବର: ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଜି ରାଜ୍ୟସଭା ସାଂସଦ ମାନସ ରଂଜନ ମଙ୍ଗରାଜଙ୍କୁ ସମ୍ବଲପୁର ସଂସଦୀୟ କ୍ଷେତ୍ରର ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦେଇଛନ୍ତି। ପୂର୍ବରୁ ସେ ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ପର୍ଯ୍ୟବେକ୍ଷକ ଦାୟିତ୍ବ ତୁଲାଉଛନ୍ତି। ସେହିପରି ସୌଭାଗ୍ୟ ନାୟକଙ୍କୁ ସମ୍ବଲପୁର ଓ ରେଙ୍ଗାଳୀ ବିଧାନସଭା ନିର୍ବାଚନ ମଣ୍ଡଳୀ ପର୍ଯ୍ୟବେକ୍ଷକ, ଗୌତମବୁଦ୍ଧ ଦାସଙ୍କୁ ଦେବଗଡ଼ ଜିଲ୍ଲା ଏବଂ ଅମରେଶ ଜେନାଙ୍କୁ ବୌଦ୍ଧ ଜିଲ୍ଲା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦେଇଛନ୍ତି ବୋଲି ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏକ ପ୍ରେସ୍ ବିଜ୍ଞପ୍ତିରେ ଜଣାଇଛନ୍ତି।
[ad_2]