ଓଡିଶା

ଫେବ୍ରୁଆରି ୫ରୁ ବିଧାନସଭା ଅଧିବେଶନ: ଆଗତ ହେବ କାମଚଳା ବଜେଟ – bajravana

[ad_1]

ଭୁବନେଶ୍ବର: ଆସନ୍ତା ଫେବ୍ରୁଆରି ୫ତାରିଖରୁ ବିଧାନସଭା ଅଧିବେଶନ ଆରମ୍ଭ ହେବ। ଏହା ଷୋଡ଼ଶ ବିଧାନସଭାର ଶେଷ ଅଧିବେଶନ। ଏହା ଫେବ୍ରୁଆରି ୧୩ ତାରିଖ ଯାଏ ଚାଲିବ। ଏଥିରେ କାମଚଳା ବଜେଟ ଆଗତ ହେବ ବୋଲି ଜଣାଯାଇଛି।

ଫେବ୍ରୁଆରି ୫ ତାରିଖରେ ରାଜ୍ୟପାଳ ରଘୁବର ଦାସ ଅଭିଭାଷଣ ରଖିବେ। ଅର୍ଥମନ୍ତ୍ରୀ ବିକ୍ରମ ଆରୁଖ ଫେବ୍ରୁଆରି ୮ରେ କାମଚଳା ବଜେଟ ଉପସ୍ଥାପନ କରିବେ। ଯେହେତୁ ଆଗକୁ ସାଧାରଣ ନିର୍ବାଚନ ଅଛି, ତେଣୁ ତାପୂର୍ବରୁ କାମଚଳା ବଜେଟ ଆଗତ କରିବେ ସରକାର।



[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button