ଓଡିଶା
ବନ୍ଦ ଘରୁ ମାଆ ଓ ପୁଅଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ – bajravana
[ad_1]
ବ୍ରହ୍ମପୁର: ବନ୍ଦ ଘରୁ ମାଆ ଓ ପୁଅଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଦୁଇ ଜଣ ହେଲେ ଡାଲି ନିଲାବେଣି (୩୫) ଓ ତାଙ୍କ ୯ ବର୍ଷର ପୁଅ।
ବିଲମ୍ବିତ ରାତିରେ ଘଟଣା ଘଟିଥିବା ବେଳେ ପୁଲିସ ଆଜି ସକାଳେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରୁଛି।
Sambad is now on WhatsApp
Join and get latest news updates delivered to you via WhatsApp
ସୂଚନା ଅନୁଯାୟୀ, ଡାଲି ନିଲାବେଣିଙ୍କ ସ୍ବାମୀ ଘରେ ନଥିଲେ। ସକାଳେ ବିଳମ୍ବିତ ସମୟ ପର୍ଯ୍ୟନ୍ତ ନିଳାବେଣି ଘରର କବାଟ ନ ଖୋଲିବାରୁ ପାଖ ପଡ଼ୋଶୀଙ୍କର ସନ୍ଦେହ ହୋଇଥିଲା। ସେମାନେ ଘଟଣା ସଂପର୍କରେ ପୁଲିସ ଖବରକୁ ଦେଇଥିଲେ। ପହଞ୍ଚି ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଆରମ୍ଭ କରିଛି ।
[ad_2]