ଓଡିଶା

ଛୁରିରେ ଆକ୍ରମଣ କରି ପେଟ୍ରୋଲ ପମ୍ପ କର୍ମଚାରୀଠାରୁ ଲୁଟ୍ – bajravana

[ad_1]

ରାଜଗାଙ୍ଗପୁର: ଛୁରିରେ ଆକ୍ରମଣ କରି ପେଟ୍ରୋଲ ପମ୍ପ କର୍ମଚାରୀଠାରୁ ଲୁଟ୍ କଲେ ଲୁଟେରା | ଆଜି ପ୍ରାୟ ଦିବା ୧୧ଟା ସମୟରେ ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ଥାନା ଜାମପାଲିପାଦାସ୍ଥିତ ଏଚପି ପେଟ୍ରୋଲ ପମ୍ପର କର୍ମଚାରୀ ଅନୀଲ କୁମାର ତିୱାରୀ ବାଇକ ଯୋଗେ ୨ଲକ୍ଷ ଟଙ୍କା ଜମା କରିବାକୁ ସହରର ଏକ ବ୍ୟାଙ୍କକୁ ଯାଉଥିଲେ |

ଏହି ସମୟରେ ଜାମପାଲି ବାଇପାସରେ ଥିବା ଏମଆର ଉଦ୍ୟୋଗ ରାସ୍ତାରେ ଏକ ମୋଟରସାଇକେଲରେ ମୁଖା ପିନ୍ଧା ତିନି ଜଣ ଦୁର୍ବୁତ୍ତ ଆସି ତାଙ୍କୁ ଅଟକାଇବା ସହ ତାଙ୍କୁ ଛୁରୀରେ ଆକ୍ରମଣ କରି ଟଙ୍କା ବ୍ୟାଗ ଲୁଟି ନେଇଥିବା ସୂଚନା ମିଳିଛି । ଏବେ ଗୁରୁତର ଅବସ୍ଥାରେ କର୍ମଚାରୀଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି |



[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button