ଓଡିଶା
ରାଜେଶ ପ୍ରଭାକର ପାଟିଲ ହେବେ ବିଏମସିର ନୂଆ କମିସନର – bajravana
[ad_1]
ଭୁବନେଶ୍ବର: ଭୁବନେଶ୍ବର ମହାନଗର ନିଗମ(ବିଏମସି)ର କମିସନର ବଦଳିବେ। ରାଜେଶ ପ୍ରଭାକର ପାଟିଲ ବିଏମସିର ନୂଆ କମିସନର ଦାୟିତ୍ବ ଗ୍ରହଣ କରିବେ ବୋଲି ଜଣାଯାଇଛି। ବିଜୟ ଅମୃତା କୁଲାଙ୍ଗେ ମାସେ ଛଟିରେ ଯାଉଥିବାରୁ ରାଜେଶ ପ୍ରଭାକରଙ୍କୁ ଏହି ଦାୟିତ୍ୱ ଦିଆଯାଉଛି। ତେବେ ଛୁଟିରୁ ଫେରିବା ପରେ ବିଜୟ ଅମୃତା କୁଲାଙ୍ଗେଙ୍କୁ ନୂଆ ଦାୟିତ୍ୱ ମିଳିବା ନେଇ ସୂଚନା ରହିଛି। ସୂଚନା ମୁତାବକ, ରାଜେଶ ପ୍ରଭାକର ବିଏମସି କମିସନର ଦାୟିତ୍ୱ ସହ ସମନ୍ୱୟ ବିଭାଗର ସଚିବ ମଧ୍ୟ ରହିବେ।
Sambad is now on WhatsApp
Join and get latest news updates delivered to you via WhatsApp
[ad_2]