ଅପରାଧ

୩ ବେପାରୀ ଗିରଫ: ୪ଟି ବନ୍ଧୁକ ସହ ୧୨ ରାଉଣ୍ଡ ଗୁଳି ଜବତ – bajravana

[ad_1]

କଟକ: ଜଗତପୁର ଅଞ୍ଚଳରୁ ୩ ବନ୍ଧୁକ ବେପାରୀଙ୍କୁ ପୁଲିସ ଗିରଫ କରିଛି। ସେମାନଙ୍କଠାରୁ ୪ଟି ବନ୍ଧୁକ ସହ ୧୨ ରାଉଣ୍ଡ ଗୁଳି ଜବତ କରିଛି ଜଗତପୁର ଥାନା ପୁଲିସ। ଏଟିଏମ୍ ଲୁଟ୍ ପାଇଁ ଯୋଜନା କରୁଥିବା ବେଳେ ପୁଲିସ ଏମାନଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବିହାର ମୁଙ୍ଗେରରୁ ବନ୍ଧୁକ ଆଣି ଏଠାରେ ବେପାର କରୁଥିଲେ। ଅଧିକ ତଦନ୍ତ ପାଇଁ ମୁଙ୍ଗେର ଯିବ କଟକ ପୁଲିସ। ଏମାନଙ୍କ ନାଁରେ ପୂର୍ବରୁ ଅନେକ ଅପରାଧିକ ମାମଲା ରହିଛି। ଅଭିଯୁକ୍ତଙ୍କୁ ରିମାଣ୍ଡରେ ଆଣି ପଚରାଉଚରା କରାଯିବ ବୋଲି କଟକ ଡିସିପି ସୂଚନା ଦେଇଛନ୍ତି।



[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button