ଦେଶ ବିଦେଶ

ଗ୍ୟାସ ସିଲିଣ୍ଡର ବିସ୍ଫୋରଣ ଘଟି ୪ ଜଣଙ୍କ ମୃତ୍ୟୁ – bajravana

[ad_1]

ନୂଆଦିଲ୍ଲୀ, ୩୦/୩ : ଉତ୍ତରପ୍ରଦେଶର ଦେଓରିଆ ଡୁମରୀ ଗ୍ରାମରେ ଆଜି ସକାଳେ ଏକ ଦୁର୍ଘଟଣା ଘଟିଛି । ଗ୍ୟାସ ସିଲିଣ୍ଡର ବିସ୍ଫୋରଣ ଘଟି ୪ ଜଣଙ୍କ ମୃତ୍ୟୁ ଘଟିଛି । ଚା’ ତିଆରି କରୁଥିବା ବେଳେ ଏଲପିଜି ସିଲିଣ୍ଡର ବିସ୍ଫୋରଣ ହୋଇଥିଲା । ଏହି ଦୁର୍ଘଟଣାରେ ଜଣେ ମହିଳାଙ୍କ ସମେତ ୩ ଶିଶୁଙ୍କ ମୃତ୍ୟୁ ଘଟିଛି।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button