ଓଡିଶା
୧୫ ତାରିଖ ସୁଦ୍ଧା କଂଗ୍ରେସର ଦ୍ୱିତୀୟ ପର୍ଯ୍ୟୟ ଟିକେଟ ଆସିବ ! – bajravana
[ad_1]
ଭୁବନେଶ୍ବର: ପ୍ରଦେଶ କଂଗ୍ରେସ ସଭାପତି ଶରତ ପଟ୍ଟନାୟକ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଆସନ୍ତା ୧୫ ତାରିଖ ସୁଦ୍ଧା କଂଗ୍ରେସର ଦ୍ୱିତୀୟ ପର୍ଯ୍ୟୟ ଟିକେଟ ଆସିବାର ସମ୍ଭାବନା ରହିଛି। ଶନିବାର ସ୍କ୍ରିନି ବୈଠକ ଓ ରବିବାର ସିଇସି ବୈଠକ ବସିବ। ବୈଠକ ଚୂଡାନ୍ତ ପରେ ଓଡ଼ିଶାର ଆଉ ଏକ ପ୍ରାର୍ଥୀ ତାଲିକା ଆସିବ ବୋଲି କୁହାଯାଉଛି।
Sambad is now on WhatsApp
Join and get latest news updates delivered to you via WhatsApp
ବିଜେପି ଓ ବିଜେଡି ସେମାନଙ୍କର ଲୋକସଭା ପ୍ରାର୍ଥୀମାନଙ୍କର ଘୋଷଣା କରିସାରିଥିଲେ ବି ଏଯାଏ କଂଗ୍ରେସର ସଂପୂର୍ଣ୍ଣ ପ୍ରାର୍ଥୀ ତାଲିକା ଏଯାଏଆସିନାହିଁ।
[ad_2]