ଦେଶ ବିଦେଶ

ଆଣ୍ଡାମାନ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ – bajravana

[ad_1]

ନୂଆଦିଲ୍ଲୀ, ୧୯/୫ : ଆଣ୍ଡାମାନ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ନିକୋବର, ଦକ୍ଷିଣ-ଆଣ୍ଡାମାନ ସାଗର ଦ୍ୱୀପ ଛୁଇଁଲା ମୌସୁମୀ । ଜୁନ ୧୫ ବେଳକୁ ମୌସୁମୀ ଓଡିଶା ଛୁଇଁବାର ସମ୍ଭାବନା ରହିଥିବା ଆକଳନ କରାଯାଇଛି । ରାଜ୍ୟରେ ଏବେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ୨୨ ତାରିଖ ବେଳକୁ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ପରେ ଏହା ଉତର ପୂର୍ବ ଦିଗରେ ଗତି କରିବ । ୨୪ ତାରିଖ ବେଳକୁ ଏହା ଘନିଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button