ଦେଶ ବିଦେଶ

ପ୍ରତିଦିନ ବଦଳୁଛି ସୁନା ଓ ରୁପା ମୂଲ୍ୟ , ଜାଣନ୍ତୁ କେତେ ଅଛି ଆପଣଙ୍କ ସହରରେ ଦାମ୍

ସୁନା ଓ ରୁପା ମୂଲ୍ୟ ପ୍ରତିଦିନ ବଦଳୁଛି । ଜାଣନ୍ତୁ କେତେ ଅଛି ଆପଣଙ୍କ ସହରରେ ଦାମ୍ । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୬୮, ହଜାର ୬୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ଗ୍ରାମ ପିଛା ୭୪ ହଜାର ୮୮୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୮, ୬୪୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୪,୮୮୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୮, ୬୪୦ ଟଙ୍କା ଓ ୭୪,୮୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୮,୭୯୦ ଟଙ୍କା ଓ ୭୫, ୦୩୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୮, ୬୪୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୪,୮୮୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୮, ୬୪୦ ଟଙ୍କା ଓ ୭୪,୮୮୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର କେଜି ପ୍ରତି ୯୧,୯୦୦ ଟଙ୍କା ହୋଇଛି ।

Related Articles

Leave a Reply

Your email address will not be published. Required fields are marked *

Back to top button