ଓଡିଶା

ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି, ୪ ବେଳକୁ ଲଘୁଚାପ ସମ୍ଭାବନା

ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି। ୪ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଏ ନେଇ IMD ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ଲଘୁଚାପ ପ୍ରଭାବରେ ୪ ତାରିଖ ବେଳକୁ ବର୍ଷା ହେବାର ସମ୍ଭାବନା ରହିଛି। ୪ ତାରିଖ ପରେ ଉତ୍ତର ଓଡ଼ିଶା ଓ ଏହାର ପାର୍ଶ୍ଵବର୍ତ୍ତୀ ଜିଲ୍ଲାରେ ବର୍ଷାର ପରିମାଣ ବଢିବ ।

Related Articles

Leave a Reply

Your email address will not be published. Required fields are marked *

Back to top button