ରାଜନୀତି

ଅକ୍ଟୋବରରେ ୨ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର,୦୫/୧୦: ଆସନ୍ତା ଅକ୍ଟୋବର ୭ ତାରିଖ ଏବଂ ଅକ୍ଟୋବର ୧୪ ତାରିଖ (ଉଭୟ ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟଥିବାରୁ ବନ୍ଦ ରହିବ ଜନ ଅଭିଯୋଗ ଶୁଣାଣି । ସେହିଭଳି ୧୪ ତାରିଖରେ ଦୁର୍ଗାପୂଜା ଭସାଣି ହେତୁ, ଭୁବନେଶ୍ୱରର ୟୁନିଟ-୮ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଶୁଣାଣି ବନ୍ଦ ରହିବ

Related Articles

Leave a Reply

Your email address will not be published. Required fields are marked *

Back to top button