ଓଡିଶା
କେନ୍ଦ୍ରୀୟ ଡେପୁଟେସନ୍ରେ ଯିବେ ଆଇଏଏସ୍ ଅଧିକାରୀ ସୁଶିଲ ଲୋହାନୀ
ଭୁବନେଶ୍ୱର,୨୭/୧୦: ବରିଷ୍ଠ ଆଇଏଏସ୍ ଅଧିକାରୀ ସୁଶିଲ ଲୋହାନୀ କେନ୍ଦ୍ରକୁ ଯିବେ । ୧୯୯୫ ବ୍ୟାଚ୍ ଓଡ଼ିଶା କ୍ୟାଡରର ଏହି ବରିଷ୍ଠ ଅଧିକାରୀଙ୍କୁ କେନ୍ଦ୍ର ପଞ୍ଚାୟତିରାଜ ମନ୍ତ୍ରାଳୟ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ମିଳିଛି । ଶ୍ରୀ ଲୋହାନୀ ଏବେ ରାଜ୍ୟ ପଞ୍ଚାୟତିରାଜ ବିଭାଗର ପ୍ରମୁଖ ସଚିବ ଅଛନ୍ତି ।