ଓଡିଶା

ଫେବ୍ରୁଆରି ୧୪ରୁ ମାର୍ଚ୍ଚ ୧୩ ଯାଏଁ ଯୁକ୍ତ ୨ ପରୀକ୍ଷା, ନଭେମ୍ବର ୧୦ରୁ ଆରମ୍ଭ ହେବ ଫର୍ମ ଫିଲ୍‌ଅପ୍‌ – bajravana

[ad_1]

ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ), ଓଡ଼ିଶା ଦ୍ବାରା ପରିଚାଳିତ ଯୁକ୍ତ ୨ ଦ୍ବିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପରୀକ୍ଷା ୨୦୨୪ ଫେବ୍ରୁଆରି ୧୪ରୁ ଆରମ୍ଭ ହେବ। ଏହି ପରୀକ୍ଷା ମାର୍ଚ୍ଚ ୧୩ ଯାଏଁ ଜାରି ରହିବ। ଏପ୍ରିଲ ଶେଷ କିମ୍ବା ମେ’ ମାସ ପ୍ରଥମ ସପ୍ତାହରେ ପରୀକ୍ଷା ଫଳ ପ୍ରକାଶ ପାଇବ। ବୋର୍ଡ ପରୀକ୍ଷା ପାଇଁ ଆସନ୍ତା ନଭେମ୍ବର ୧୦ରୁ ୨୫ ମଧ୍ୟରେ ଫର୍ମ ଫିଲଅପ୍‌ କରାଯିବ। ଜାନୁଆରି ପ୍ରଥମ ସପ୍ତାହରେ ପ୍ରାକ୍ଟିକାଲ ପରୀକ୍ଷା ହେବ ବୋଲି ସିଏଚ୍‌ଏସ୍‌ ପକ୍ଷରୁ ବୁଧବାର ପ୍ରକାଶିତ ଏକାଡେମିକ କ୍ୟାଲେଣ୍ଡରରେ ଉଲ୍ଲେଖ ରହିଛି।



[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button