ଓଡିଶା

ବିଧାନସଭା ପରିସରରେ ସ୍ଥାପିତ ହେଲା ସୁଉଚ୍ଚ ଜାତୀୟ ପତାକା ସ୍ତମ୍ଭ – bajravana

[ad_1]

ଭୁବନେଶ୍ବର: ରାଜ୍ୟ ବିଧାନସଭା ପରିସରରେ ସ୍ଥାପନ ହୋଇଥିବା ସୁଉଚ୍ଚ ଜାତୀୟ ପତାକା ସ୍ତମ୍ଭକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଛନ୍ତି। ଏହାପରେ ରାଜ୍ୟ ପୁଲିସ୍‌ ବ୍ୟାଣ୍ଡ୍‌ ଦ୍ୱାରା ଜାତୀୟ ସଂଗୀତ ବାଦନ କରାଯାଇଥିଲା। ଏହି ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ସଂସଦୀୟ ବ୍ୟାପାର ଓ ସ୍ୱାସ୍ଥ୍ୟ, ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ବିଧାନସଭାର କାର୍ଯ୍ୟକାରୀ ବାଚସ୍ପତି ରଜନୀକାନ୍ତ ସିଂହ, ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ କୁମାର ମୁଦୁଲି, ୫-ଟି ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନ, ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ, ବିଧାନସଭା ସଚିବ ଶ୍ରୀ ଦାଶରଥୀ ଶତପଥୀ, ସୂଚନା ଓ ଲୋକ ସମ୍ପର୍କ ନିର୍ଦ୍ଦେଶକ ସରୋଜ କୁମାର ସାମଲ ପ୍ରମୁଖ ଉପସ୍ଥିତ ଥିଲେ।
ଏହି ନବନିର୍ମିତ ସୁଉଚ୍ଚ ଜାତୀୟ ପତାକା ସ୍ତମ୍ଭର ଉଚ୍ଚତା ହେଉଛି ୩୨ ମିଟର ଓ ଜାତୀୟ ପତାକାର ଲମ୍ବ ହେଉଛି ୨୦ଫୁଟ, ଓସାର ୩୦ଫୁଟ l



[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button