ଓଡିଶା

ଟିଟିଲାଗଡ଼କୁ ସ୍ୱତନ୍ତ୍ର ଜିଲ୍ଲା ମାନ୍ୟତା ଦାବି: ୧୨ ଘଣ୍ଟିଆ ବନ୍ଦ ପାଳନ, ଜନଜୀବନ ପ୍ରଭାବିତ – bajravana

[ad_1]

ଟିଟିଲାଗଡ଼: ଟିଟିଲାଗଡ଼କୁ ସ୍ୱତନ୍ତ୍ର ଜିଲ୍ଲା ମାନ୍ୟତା ଦାବିରେ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ୧୨ ଘଣ୍ଟିଆ ଟିଟିଲାଗଡ଼ ବନ୍ଦ ପାଳନ ହେଉଛି। ଏହାଫଳରେ ଜନଜୀବନ ପ୍ରଭାବିତ। ଆଜି ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏ ଏହି ବନ୍ଦ ପାଳିତ ହେଉଛି। ଆଜି ଟିଟିଲାଗଡ଼ରେ ଦୋକାନ ବଜାର, ଶିକ୍ଷାନୁଷ୍ଠାନ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ, ସରକାରୀ ଓ ବେସରକାରୀ ଅନୁଷ୍ଠାନ ସବୁ ବନ୍ଦ ରହିଛି। ତେବେ ଜରୁରୀ ସେବାକୁ ବନ୍ଦରୁ ବାଦ ଦିଆଯାଇଛି।

ଅଞ୍ଚଳର ୩୧ ବର୍ଷର ଏହି ଦାବିକୁ ସମର୍ଥନ ଜଣାଇ ସହରର ବିଭିନ୍ନ ସାମାଜିକ ଅନୁଷ୍ଠାନର ସଭ୍ୟ ବନ୍ଦ ପାଳନରେ ସାମିଲ ହୋଇଛନ୍ତି। ପୁଲିସ ପକ୍ଷରୁ ଆଇନଶୃଙ୍ଖଳାକୁ ନେଇ ବ୍ୟାପକ ବ୍ୟବସ୍ଥା କରାଯାଇଛି।



[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button