ରାଜ୍ୟସଭା ରେସ୍‌: ବିଜେଡିର ୩ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନ ପତ୍ର

ଓଡିଶା ନ୍ୟୁଜ୍

ଭୁବନେଶ୍ୱର:- ରାଜ୍ୟସଭା ନିର୍ବାଚନ ପାଇଁ ଆଜି ବିଜେଡିର ୩ ପ୍ରାର୍ଥୀ ପ୍ରଶାନ୍ତ ନନ୍ଦ, ସୌମ୍ୟରଞ୍ଜନ ପଟ୍ଟନାୟକ ଓ ଅଚ୍ୟୁତ ସାମନ୍ତ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ପ୍ରଥମେ  ପ୍ରଶାନ୍ତ ନନ୍ଦ ପ୍ରାର୍ଥିପତ୍ର ଦାଖଲ କରିଥିଲେ। ଏହି ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ଥିଲେ। ସେହିପରି ପ୍ରଶାନ୍ତ ନନ୍ଦଙ୍କ ପରେ ନିକଟରେ ବିଜେଡିରେ ଯୋଗ ଦେଇ ଥିବା ସୌମ୍ୟରଞ୍ଜନ ପଟ୍ଟନାୟକ ପ୍ରାର୍ଥିପତ୍ର ଦାଖଲ କରିଥିଲେ। ଶେଷରେ ସମାଜସେବୀ ଅଚ୍ୟୁତ ସାମନ୍ତ ପ୍ରାର୍ଥିପତ୍ର ଦାଖଲ କରିଥିଲେ।

Loading...
Loading...
Share It

Leave a Reply

Your email address will not be published. Required fields are marked *

This site uses Akismet to reduce spam. Learn how your comment data is processed.