ସୀମା ବିବାଦ ପ୍ରସଙ୍ଗରେ ସର୍ବଦଳୀୟ ବୈଠକ ଡାକିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତୁଟୁନି ସୀମା ବିବାଦ । କେତେବେଳେ କୋରାପୁଟ ତ ଆଉ କେବେ ଗଜପତି ଜିଲ୍ଲାରେ ଧସେଇ ପଶୁଛି ଆନ୍ଧ୍ର । ଯାହାର ଶାନ୍ତିପୂର୍ଣ୍ଣ ସମାଧାନ କରିବା ପାଇଁ ବ୍ୟକ୍ତିଗତ ହସ୍ତକ୍ଷେପ କରିବାକୁ ପୁଣି ଥରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅନୁରୋଧ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପରାମର୍ଶ ଦେଇଛନ୍ତି । କୋରାପୁଟ ଜିଲ୍ଲା ପଟାଙ୍ଗୀ ବ୍ଲକର କୋଟିଆ ଏବଂ ଗଜପତି […]
Continue Reading