ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର, ଆସନ୍ତା ୭୨ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ: ଏସଆରସି
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ପ୍ରମୁଖ ଅଧିକାକରୀଙ୍କ ସହ ବୈଠକ ପରେ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା କହିଛନ୍ତି, ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର ରହିଛି। ଆସନ୍ତା ୭୨ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ। ତଳିଆ ଅଞ୍ଚଳ ଅଧିକ ପ୍ରଭାବିତ ହେବେ। ତେଣୁ ୧୦ ଜିଲ୍ଲାକୁ ସତର୍କ ରହିବାକୁ କୁହାଯାଇଛି ବୋଲି ପ୍ରଦୀପ ଜେନା କହିଛନ୍ତି। ତଳିଆ ଅଞ୍ଚଳ ଅଧିକ ପ୍ରଭାବିତ ହେବାର ଆଶଙ୍କା ରହିଛି। ତେଣୁ କିପରି ଏହି ଅଞ୍ଚଳର ଲୋକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର […]
Continue Reading