ସାଧାରଣତଃ ଆମେ ବେଲ ପତ୍ରକୁ ପୂଜା ବେଳେ ବ୍ୟବହାର କରିଥାଉ। କିନ୍ତୁ ଆପଣ ଜାଣିଛନ୍ତି ବେଲପତ୍ର ସ୍ୱାସ୍ଥ୍ୟ ପାଇଁ ବହୁ ଲାଭଦାୟକ। ଆସନ୍ତୁ ଜାଣିବା ଏହାର ଲାଭଦାୟକ ଗୁଣ ବିଷୟରେ।
– ପ୍ରତିଦିନ ସକାଳେ ବେଲପତ୍ର ଖାଇବା ଦ୍ୱାରା ଗରମରୁ ରକ୍ଷା ମିଳିବା ସହିତ ମାନସିକ ରୋଗୀଙ୍କ ପାଇଁ ଲାଭକାରୀ ସାବ୍ୟସ୍ତ ହୋଇଛି।
Loading...
– ପାଟିରେ ଘା’ ହୋଇଥିଲେ ପ୍ରତିଦିନ ସକାଳେ ବେଲପତ୍ର ଚୋବାଇବା ଦ୍ୱାରା ଏଥିରୁ ମୁକ୍ତି ମିଳିଥାଏ।
– ବେଲପତ୍ର ନିୟମିତ ଖାଇବା ଦ୍ୱାରା ହୃଦୟ ସୁସ୍ଥ ରହିବା ସହ ହୃଦ୍ଘାତରୁ ରକ୍ଷା ମିଳିଥାଏ।
– ଜ୍ୱର ହୋଇଥିଲେ ବେଲପତ୍ର କାଢ଼ା କରି ପିଇବା ଦ୍ୱାରା ଜ୍ୱରରୁ ଉପଶମ ମିଳିଥାଏ। ଏହାସହିତ ଖବ୍ଶୀଘ୍ର ଆରାମ ଲାଗିଥାଏ।
Loading...
Share It
- 87Shares