ବିଜେଡିର ୩ ରାଜ୍ୟ ସଭା ପ୍ରାର୍ଥୀଙ୍କ ନାମ ଘୋଷଣା

ଓଡିଶା ନ୍ୟୁଜ୍

ଭୁବନେଶ୍ୱର,୭।୩: ବିଜେଡିର ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା ନେଇ କିଛିଦିନ ଧରି ଲାଗି ରହିଥିବା ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ବୁଧବାର ଅପରାହ୍ନରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩ ରାଜ୍ୟ ସଭା ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି । ଏହି ତାଲିକାରେ ଦଳରେ ସଦ୍ୟ ଯୋଗ ଦେଇଥିବା ସୌମ୍ୟରଞ୍ଜନ ପଟ୍ଟନାୟକ, ଅଚ୍ୟୁତ ସାମନ୍ତଙ୍କ ସହ ପ୍ରଶାନ୍ତ ନନ୍ଦଙ୍କ ନାମ ରହିଛି।

Loading...
Loading...
Share It
  • 13
    Shares

Leave a Reply

Your email address will not be published. Required fields are marked *

This site uses Akismet to reduce spam. Learn how your comment data is processed.